ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଇନା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଇନା   ବିଶେଷ୍ୟ

ଅର୍ଥ : ଯେଉଁ କାଚରେ ମୁହଁଆଦି ଦେଖନ୍ତି

ଉଦାହରଣ : କେତେକ ଝିଅ ନିଜ ପର୍ସରେ ଦର୍ପଣ ରଖନ୍ତି

ସମକକ୍ଷ : ଆଇନା, ଆରଶି, ଦର୍ପଣ

वह शीशा जिसमें मुँह आदि देखते हैं।

कुछ लड़कियाँ अपने पर्स में दर्पण रखती हैं।
अदर्श, आइना, आईना, आदर्श, आबगीन, आरस, आरसी, दरपन, दर्पण, मंकुर, शीशा

Polished surface that forms images by reflecting light.

mirror