ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅକ୍ତିଆର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅକ୍ତିଆର   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁ ବା ସମ୍ପତ୍ତି ଉପରେ ବଳପୂର୍ବକ ମାଲିକାନା

ଉଦାହରଣ : ସୈନିକମାନେ ଦୁର୍ଗକୁ ଅଧିକାର କରିନେଲେ ଏହି ଇଲାକାରେ ଡାକୁମାନଙ୍କର ଆଧିପତ୍ୟ ଅଧିକ

ସମକକ୍ଷ : ଅଧିକାର, ଆଧିପତ୍ୟ, କବ୍ଜା, କାବୁ

किसी वस्तु या संपत्ति आदि पर होने वाला बलपूर्वक स्वामित्व।

अब किले पर सैनिकों का क़ब्ज़ा है।
अख़्तियार, अख्तियार, अधिकार, आधिपत्य, इख़्तियार, इख्तियार, इमकान, कब्ज़ा, कब्जा, क़ब्ज़ा, काबू, दावा, वश, संरक्षण, हक, हक़

The act of forcibly dispossessing an owner of property.

capture, gaining control, seizure