ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଗ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଗ   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁଆଦିର ଆଗରେ ବାହାରିଥିବା ପତଳା ଅଂଶ

ଉଦାହରଣ : ଦୁର୍ଯୋଧନ ଶ୍ରୀକୃଷ୍ଣଙ୍କୁ କହିଲେ ଯେ ବିନା ଯୁଦ୍ଧରେ ସେ ଛୁଞ୍ଚିର ଅଗ ପରିମାଣ ଜମି ମଧ୍ୟ ପାଣ୍ଡବମାନଙ୍କୁ ଦେବେନାହିଁ

ସମକକ୍ଷ : ମୁନ

किसी वस्तु आदि का आगे की ओर निकला हुआ पतला भाग।

दुर्योधन ने श्रीकृष्ण से कहा कि बिना युद्ध के सूई की नोक के बराबर ज़मीन भी पांडवों को नहीं दूँगा।
अणी, अनी, नोंक, नोक, पालि, शिखा, शोशा

A sharp point (as on the end of a spear).

pike

ଅର୍ଥ : କୌଣସି ବସ୍ତୁଆଦିର ଅଗ୍ରଭାଗ

ଉଦାହରଣ : ଏହି ଡଙ୍ଗାର ଅଗ୍ରଭାଗରେ ବହୁତ କଣା ହୋଇଗଲାଣି

ସମକକ୍ଷ : ଅଗ୍ରଭାଗ, ଆଗ

किसी वस्तु आदि के आगे का भाग।

इस नाव के अगले भाग में कई छिद्र हो गए हैं।
अगला भाग, अगाड़ी, अगाड़ू, अगारी, अग्र भाग, अग्रभाग, आगा

The side that is seen or that goes first.

front