ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଚଞ୍ଚଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଚଞ୍ଚଳ   ବିଶେଷଣ

ଅର୍ଥ : ଯେ ବିଚଳିତ ନୁହେଁ

ଉଦାହରଣ : ଅବିଚଳିତ ବ୍ୟକ୍ତି ନିଜ ଲକ୍ଷ ସହଜରେ ହାସଲ କରିପାରେ

ସମକକ୍ଷ : ଅବିଚଳିତ, ସ୍ଥିର

जो विचलित न हो।

अविचलित व्यक्ति अपनी मंजिल आसानी से पा लेता है।
अडिग, अविचल, अविचलित, दृढ़

ଅର୍ଥ : ଯିଏ ଚଞ୍ଚଳ ନୁହେଁ

ଉଦାହରଣ : ସେ ଗମ୍ଭୀର ସ୍ୱଭାବର ବ୍ୟକ୍ତି

ସମକକ୍ଷ : ଗମ୍ଭୀର, ଥଣ୍ଡା ମିଜାଜ୍, ଶାନ୍ତ, ସୌମ୍ୟ, ସ୍ଥିର

Completely lacking in playfulness.

serious, sober, unplayful

ଅର୍ଥ : ଯାହାର ଚିତ୍ତ ସ୍ଥିର

ଉଦାହରଣ : ସ୍ଥିରଚିତ୍ତ ବ୍ୟକ୍ତି ବିପତ୍ତିରେ ଭୟ କରନ୍ତି ନାହିଁ

ସମକକ୍ଷ : ପ୍ରଶାନ୍ତ, ଶାନ୍ତ, ସୁଶାନ୍ତ, ସ୍ଥିର, ସ୍ଥିରଚିତ୍ତ

जिसका चित्त स्थिर हो।

स्थिरचित्त व्यक्ति विपत्तियों से नहीं घबराते हैं।
अचंचल, अमत्त, इकतान, प्रशांत, प्रशान्त, शांत, शान्त, समाहित, स्थिर, स्थिरचित्त