ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଦ୍ଭୁତ ରସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଦ୍ଭୁତ ରସ   ବିଶେଷ୍ୟ

ଅର୍ଥ : ଅଳଂକାର ଶାସ୍ତ୍ରାନୁସାରେ ନଅ ରସ ମଧ୍ୟରୁ ଏକ

ଉଦାହରଣ : କୌଣସି ଅସାଧାରଣ ବସ୍ତୁକୁ ଦେଖି, ପଢ଼ି ବା ଶୁଣି ଯେବେ ଆମ ହୃଦୟରେ ବିସ୍ମୟ ଭାବ ଉତ୍ପନ୍ନ ହୁଏ, ଏଭଳି ବର୍ଣ୍ଣନାକୁ ଅଦ୍ଭୁତ ରସ କୁହାଯାଏ‘

ସମକକ୍ଷ : ଅଦ୍ଭୁତ

अलंकार शास्त्र के अनुसार नव रसों में से एक।

किसी असाधारण वस्तु को देखकर, पढ़कर या सुनकर जब हमारे हृदय में विस्मय का भाव उत्पन्न हो, ऐसे वर्णन को अद्भुत रस युक्त कहते हैं।
अद्भुत रस, अद्भुत-रस