ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଧାପାଚିଲା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଧାପାଚିଲା   ବିଶେଷଣ

ଅର୍ଥ : ଯାହା କମ୍‌ ପାଚିଛି

ଉଦାହରଣ : ରାମ ଦରପାଚିଲା ଆମ୍ବ ଖାଉଛି

ସମକକ୍ଷ : ଅଧାକଞ୍ଚା, ଅପରିପକ୍ୱ, ଦରପାଚିଲା

जो कम पका हुआ हो।

राम अधपके बेर खा रहा है।
अधकच्चा, अधपका, अपरिपक्व, अर्ध पक्व, अल्प पक्व, आम, गदरा, गद्दर

Insufficiently cooked.

half-baked, underdone