ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଧାର୍ମିକ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଧାର୍ମିକ   ବିଶେଷଣ

ଅର୍ଥ : ଧର୍ମରେ ନିଷ୍ଠା ବା ଶ୍ରଦ୍ଧା ନରଖିବାଲୋକ ବା ଯିଏ ଧାର୍ମିକ ନୁହେଁ

ଉଦାହରଣ : ରାବଣ ଜଣେ ଅଧର୍ମୀ ବ୍ୟକ୍ତି ଥିଲା

ସମକକ୍ଷ : ଅଧର୍ମୀ, ଧର୍ମହୀନ, ବିଧର୍ମୀ

धर्म में निष्ठा या श्रद्धा न रखने वाला या जो धार्मिक न हो।

वह अधार्मिक व्यक्ति है।
अधर्मात्मा, अधर्मिष्ठ, अधर्मी, अधार्मिक, धर्महीन

ଅର୍ଥ : ଯିଏ ପାପ କରେ ବା ପାପ କରିବା ଲୋକ

ଉଦାହରଣ : ଧାର୍ମିକ ଗ୍ରନ୍ଥରେ ବର୍ଣ୍ଣିତ ହୋଇଛିଯେ ଯେତେବେଳେ ପୃଥିବୀରେ ପାପ ବଢ଼ିଯାଏ, ସେତେବେଳେ ପ୍ରଭୁ ଅବତାର ନେଇ ପାପୀମାନଙ୍କୁ ସଂହାର କରିଦିଅନ୍ତି

ସମକକ୍ଷ : ଅଧର୍ମୀ, ଅନାଚାରୀ, ଅସାଧୁ, ପାତକୀ, ପାପାଚାରୀ, ପାପାତ୍ମା, ପାପୀ, ପାମର, ମ୍ଳେଚ୍ଛ

जो पाप करता हो या पाप करने वाला।

धार्मिक ग्रंथों में वर्णित है कि जब-जब पृथ्वी पर पाप बढ़ता है,तब-तब प्रभु अवतार लेकर पापी व्यक्तियों का संहार कर देते हैं।
अघायु, अघी, अधम, अधर्मात्मा, अधर्मिष्ट, अधर्मी, अधार्मिक, अनाचारी, अपकृष्ट, अपत, अपति, अपमारगी, अपमार्गी, अपराधी, अयाज्य, अवद्य, अवर, अवरव्रत, इतर, कलुष, कुमार्गी, नीच, पतित, पातकी, पापकर्मा, पापकर्मी, पापाचारी, पापात्मा, पापी, पामर, पाष्मा, बीभत्स, मलिन, म्लेच्छ, वीभत्स, हीनव्रत

Having committed unrighteous acts.

A sinful person.
sinful, unholy, wicked