ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନଂଗ-କ୍ରୀଡ଼ା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନଂଗ-କ୍ରୀଡ଼ା   ବିଶେଷ୍ୟ

ଅର୍ଥ : ସ୍ତ୍ରୀ ଆଦିଙ୍କ ସହିତ ପୁରୁଷ ଆଦିଙ୍କ ସମାଗମ

ଉଦାହରଣ : ଅନୁଚିତ ମୈଥୁନ କେତେ ପ୍ରକାରର ରୋଗକୁ ଜନ୍ମ ଦିଏବ୍ରହ୍ମଚାରୀ ମୈଥୁନ ଠାରୁ ଦୂରରେ ରହନ୍ତି

ସମକକ୍ଷ : ଅନଙ୍ଗ-କ୍ରୀଡ଼ା, କେଳି, ନିଧୁବନ, ମିଥୁନ, ମୈଥୁନ, ରତି, ରତିକ୍ରିୟା, ସଂଗମ, ସଂଭୋଗ, ସଙ୍ଗମ, ସମ୍ଭୋଗ, ସହବାସ

Activities associated with sexual intercourse.

They had sex in the back seat.
sex, sex activity, sexual activity, sexual practice