ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନାଚାରୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନାଚାରୀ   ବିଶେଷଣ

ଅର୍ଥ : ଯିଏ ପାପ କରେ ବା ପାପ କରିବା ଲୋକ

ଉଦାହରଣ : ଧାର୍ମିକ ଗ୍ରନ୍ଥରେ ବର୍ଣ୍ଣିତ ହୋଇଛିଯେ ଯେତେବେଳେ ପୃଥିବୀରେ ପାପ ବଢ଼ିଯାଏ, ସେତେବେଳେ ପ୍ରଭୁ ଅବତାର ନେଇ ପାପୀମାନଙ୍କୁ ସଂହାର କରିଦିଅନ୍ତି

ସମକକ୍ଷ : ଅଧର୍ମୀ, ଅଧାର୍ମିକ, ଅସାଧୁ, ପାତକୀ, ପାପାଚାରୀ, ପାପାତ୍ମା, ପାପୀ, ପାମର, ମ୍ଳେଚ୍ଛ

जो पाप करता हो या पाप करने वाला।

धार्मिक ग्रंथों में वर्णित है कि जब-जब पृथ्वी पर पाप बढ़ता है,तब-तब प्रभु अवतार लेकर पापी व्यक्तियों का संहार कर देते हैं।
अघायु, अघी, अधम, अधर्मात्मा, अधर्मिष्ट, अधर्मी, अधार्मिक, अनाचारी, अपकृष्ट, अपत, अपति, अपमारगी, अपमार्गी, अपराधी, अयाज्य, अवद्य, अवर, अवरव्रत, इतर, कलुष, कुमार्गी, नीच, पतित, पातकी, पापकर्मा, पापकर्मी, पापाचारी, पापात्मा, पापी, पामर, पाष्मा, बीभत्स, मलिन, म्लेच्छ, वीभत्स, हीनव्रत

Having committed unrighteous acts.

A sinful person.
sinful, unholy, wicked

ଅର୍ଥ : ଖରାପ ବା ନିନ୍ଦନୀୟ ଚରିତ୍ରର

ଉଦାହରଣ : ଦୁଶ୍ଚରିତ୍ର ବ୍ୟକ୍ତି ସମାଜପାଇଁ ଅଭିଶାପ

ସମକକ୍ଷ : ଅପଚାରୀ, କଦାଚାରୀ, କୁମାର୍ଗୀ, କୁଲଷଣ, ଚରିତ୍ରହୀନ, ଦୁରାଚାରୀ, ଦୁଶ୍ଚରିତ୍ର, ଭ୍ରଷ୍ଟ, ଭ୍ରଷ୍ଟାଚାରୀ

Unrestrained by convention or morality.

Congreve draws a debauched aristocratic society.
Deplorably dissipated and degraded.
Riotous living.
Fast women.
debauched, degenerate, degraded, dissipated, dissolute, fast, libertine, profligate, riotous