ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନିବାର୍ଯ୍ୟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନିବାର୍ଯ୍ୟ   ବିଶେଷଣ

ଅର୍ଥ : ଯାହା ଟଳିବ ନାହିଁ, ନିଶ୍ଚୟ ହିଁ ଘଟିବ

ଉଦାହରଣ : ଜନ୍ମ ନେଉଥିବା ସବୁ ଜୀବର ମୃତ୍ୟୁ ଅବଶ୍ୟମ୍ଭାବୀ

ସମକକ୍ଷ : ଅଟଳ, ଅବଶ୍ୟମ୍ଭାବୀ, ନିଶ୍ଚିତ

जो टले नहीं, अवश्य ही हो।

हर जन्म लेनेवाले जीव की मृत्यु अवश्यंभावी है।
अटल, अटलनीय, अनिवार्य, अबाध्य, अमिट, अवश्यंभावी, अवश्यम्भावी, अवाय, अवारण, अवारणीय, अवार्य, तय

Invariably occurring or appearing.

The inevitable changes of the seasons.
inevitable