ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନୁଦେଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନୁଦେଶ   ବିଶେଷ୍ୟ

ଅର୍ଥ : (ବଡ଼ର ଛୋଟକୁ) ଅମୁକ କାର୍ଯ୍ୟ ଏଭଳି ହେବା ଆବଶ୍ୟକ ବୋଲି ବତାଇବା କ୍ରିୟା

ଉଦାହରଣ : ସେ ଶିକ୍ଷକଙ୍କ ନିର୍ଦ୍ଦେଶ ଅନୁସାରେ କାମ କରି ସଫଳ ହେଲା

ସମକକ୍ଷ : ନିର୍ଦ୍ଦେଶ

यह बतलाने की क्रिया कि अमुक कार्य इस प्रकार होना चाहिए।

वह शिक्षक के निर्देश के अनुसार काम करके सफल हुआ।
अनुदेश, अपदेश, इरशाद, इर्शाद, निर्देश, हिदायत

A message describing how something is to be done.

He gave directions faster than she could follow them.
direction, instruction