ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନୁମତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନୁମତି   ବିଶେଷ୍ୟ

ଅର୍ଥ : କୌଣସି କାମ କରିବା ପୁର୍ବରୁ ସେ ସଂପର୍କରେ ବଡ଼ମାନଙ୍କ ସହିତ ମିଶି ବା ତାଙ୍କଠାରୁ ଆଜ୍ଞାରୂପରେ ନିଆଯାଉଥିବା ସ୍ୱୀକୃତି

ଉଦାହରଣ : ବଡ଼ମାନଙ୍କର ଅନୁମତି ବିନା କୌଣସି ବି କାମ କରିବା ଉଚି‌ତ ନୁହେଁ

ସମକକ୍ଷ : ଅନୁଜ୍ଞା, ଆଜ୍ଞା, ସ୍ୱୀକୃତି

कोई काम करने से पहले उसके संबंध में बड़ों से मिलने या ली जाने वाली स्वीकृति जो बहुत-कुछ आज्ञा के रूप में होती है।

बड़ों की अनुमति के बिना कोई भी काम नहीं करना चाहिए।
अनुज्ञा, अनुमति, अभिमति, अभ्यनुज्ञा, आज्ञा, इजाजत, इजाज़त, परमिशन, परवानगी, रज़ा, रजा, रुखसत, रुख़सत, रुख़्सत, रुख्सत, स्वीकृति

Permission to do something.

He indicated his consent.
consent

ଅର୍ଥ : ଛୁଟି ନିମନ୍ତେ ଅନୁମତି

ଉଦାହରଣ : ଘରକୁ ଯିବା ନିମନ୍ତେ ତୁମେ ପନ୍ଦର ଦିନ ପୂର୍ବରୁ ଅନୁମତି ନେବା ଆବଶ୍ୟକ

ସମକକ୍ଷ : ଅନୁଜ୍ଞା, ସମ୍ମତି

वह दिन जिसमें काम पर से अनुपस्थित रहने की स्वीकृति मिली हो।

घर जाने के लिए मेरी पंद्रह दिन की छुट्टी मंजूर हो गई है।
अवकाश, छुट्टी, रज़ा, रजा