ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନୁଶୀଳନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନୁଶୀଳନ   ବିଶେଷ୍ୟ

ଅର୍ଥ : କୌଣସି ବିଷୟର ଅଭିନବ ଅନୁଶୀଳନ କରି ସେ ସଂପର୍କିତ ନୂତନ ତଥ୍ୟ ଜାଣିବା ପ୍ରକ୍ରିୟା

ଉଦାହରଣ : ବୈଜ୍ଞାନିକ ଅନୁସନ୍ଧାନର ଫଳ ହେଉଛି ରୋବଟ୍‌

ସମକକ୍ଷ : ଅନୁସନ୍ଧାନ, ଅନୁସନ୍ଧିତ୍ସା, ଅନ୍ୱେଷଣ, ଗବେଷଣା, ପରିଶୀଳନ, ଶୋଧ

किसी विषय का अच्छी तरह अनुशीलन करके उसके संबंध में नई बातों या तथ्यों का पता लगाने की क्रिया।

रोबोट वैज्ञानिक अनुसंधान की देन है।
अनुसंधान, अनुसन्धान, अन्वीक्षण, अन्वेषण, अन्वेषणा, खोज, गवेषणा, रिसर्च, रीसर्च, शोध, शोधकार्य

Systematic investigation to establish facts.

research

ଅର୍ଥ : କୌଣସି ଜିନିଷର ବାରମ୍ବାର ଅଧ୍ୟୟନ କରିବା କ୍ରିୟା

ଉଦାହରଣ : ରାମ ପାଠ ଅନୁଶୀଳନ କରୁଅଛି

ସମକକ୍ଷ : ଅଭ୍ୟାସ, ପୁନଃପଠନ, ବାରମ୍ବାର ଅଧ୍ୟୟନ

किसी चीज़ का बार-बार अध्ययन करने की क्रिया।

राम पाठ का अनुशीलन कर रहा है।
अध्ययनशीलता, अनुशीलन, पुनर्पठन, सतत अभ्यास

Systematic training by multiple repetitions.

Practice makes perfect.
drill, exercise, practice, practice session, recitation