ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନୁସନ୍ଧିତ୍ସା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନୁସନ୍ଧିତ୍ସା   ବିଶେଷ୍ୟ

ଅର୍ଥ : କୌଣସି ବିଷୟର ଅଭିନବ ଅନୁଶୀଳନ କରି ସେ ସଂପର୍କିତ ନୂତନ ତଥ୍ୟ ଜାଣିବା ପ୍ରକ୍ରିୟା

ଉଦାହରଣ : ବୈଜ୍ଞାନିକ ଅନୁସନ୍ଧାନର ଫଳ ହେଉଛି ରୋବଟ୍‌

ସମକକ୍ଷ : ଅନୁଶୀଳନ, ଅନୁସନ୍ଧାନ, ଅନ୍ୱେଷଣ, ଗବେଷଣା, ପରିଶୀଳନ, ଶୋଧ

किसी विषय का अच्छी तरह अनुशीलन करके उसके संबंध में नई बातों या तथ्यों का पता लगाने की क्रिया।

रोबोट वैज्ञानिक अनुसंधान की देन है।
अनुसंधान, अनुसन्धान, अन्वीक्षण, अन्वेषण, अन्वेषणा, खोज, गवेषणा, रिसर्च, रीसर्च, शोध, शोधकार्य

Systematic investigation to establish facts.

research