ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନୁସରଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନୁସରଣ   ବିଶେଷ୍ୟ

ଅର୍ଥ : କାହାରି ପଛେ ପଛେ ଚାଲିବା କ୍ରିୟା

ଉଦାହରଣ : ଶ୍ୟାମ ନିଜ ପିତାଙ୍କର ଅନୁଗମନ କରୁଛି

ସମକକ୍ଷ : ଅନୁକ୍ରମଣ, ଅନୁଗତି, ଅନୁଗମନ, ଅନୁପାଳନ, ଅନୁସୃତି

किसी के पीछे-पीछे चलने की क्रिया।

पिता ने पुत्र को अनुगमन की आज्ञा दी।
अनुगति, अनुगम, अनुगमन, अनुयायन, अनुसरण, पैरवी

The act of pursuing in an effort to overtake or capture.

The culprit started to run and the cop took off in pursuit.
chase, following, pursual, pursuit

ଅର୍ଥ : ଦେଖାଦେଖିରେ କରାଯାଉଥିବା କାର୍ଯ୍ୟ

ଉଦାହରଣ : ଭଲ ଲୋକଙ୍କ ଅନୁକରଣ କରିବା ଉଚିତ୍‌

ସମକକ୍ଷ : ଅନୁକରଣ, ଅନୁଗମନ, ନକଲ

देखा-देखी किया जानेवाला कार्य।

अच्छे लोगों की अच्छी आदतों का अनुकरण उचित है।
अनुकरण, अनुकार, अनुक्रिया, अनुगति, अनुगम, अनुगमन, अनुबंध, अनुबन्ध, अनुवर्तन, अनुसरण, अनुसार, अनुसृति, अनुहरण, नकल, नक़ल

The act of imitating the behavior of some situation or some process by means of something suitably analogous (especially for the purpose of study or personnel training).

simulation