ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅନ୍ତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅନ୍ତ   ବିଶେଷ୍ୟ

ଅର୍ଥ : ସମାପ୍ତ ହେବା କ୍ରିୟା ବା ଭାବ

ଉଦାହରଣ : ମହାତ୍ମାଗାନ୍ଧୀଙ୍କ ମୃତ୍ୟୁ ସହିତ ହିଁ ଗୋଟିଏ ଯୁଗର ଅବସାନ ଘଟିଲା

ସମକକ୍ଷ : ଅବସାନ, ଇତି, ଇତିଶ୍ରୀ, ଉପସଂହାର, ପରିଶେଷ, ସମାପ୍ତି

The act of ending something.

The termination of the agreement.
conclusion, ending, termination

ଅର୍ଥ : ସଂସାରର ପ୍ରକୃତିରେ ଲୀନ ହୋଇ ଧ୍ୱଂସ ହେବା କ୍ରିୟା ଯାହା ଦୀର୍ଘ ଦିନ ପରେ ହୁଏ ଏବଂ ଯାହାପରେ ପୁଣି ନୂଆ ସୃଷ୍ଟି ହୁଏ

ଉଦାହରଣ : ସବୁ ଧର୍ମରେ ଏହା ବିଚାରକରାଯାଏ ଯେ ପ୍ରଳୟ ଦିନ ଏହି ସୃଷ୍ଟି ଶେଷ ହୋଇଯିବ

ସମକକ୍ଷ : ପ୍ରଳୟ, ବିନାଶ, ମହାଧ୍ୱଂସ, ଯୁଗାନ୍ତ, ଯୁଗାନ୍ତକମହାପ୍ରଳୟ

संसार की प्रकृति में लीन होकर मिट जाने की क्रिया जो बहुत दिनों पर होती है और जिसके बाद फिर नई सृष्टि होती है।

सभी धर्मों में ऐसा माना जाता है कि प्रलय के दिन इस सृष्टि का अंत हो जाएगा।
अंत, अन्त, अभव, कयामत, जगद्विनाश, जहानक, प्रलय, महालय, युगांत, युगांतक, युगान्त, युगान्तक, लय, विनाश, विश्वक्षय

A sudden violent change in the earth's surface.

cataclysm, catastrophe

ଅର୍ଥ : କୌଣସି ବସ୍ତୁଆଦିର ସମାପ୍ତ ହେବା ଅବସ୍ଥା ବା ଭାବ

ଉଦାହରଣ : କଳିଯୁଗର ଅନ୍ତ ନିଶ୍ଚିତ

ସମକକ୍ଷ : ଅବସାନ, ଇତି, ଉପସଂହାର, ଶେଷ, ସମାପ୍ତି

ଅର୍ଥ : ଆନନ୍ଦ, ଦୁଃଖ ଆଦିର ପରିସୀମା

ଉଦାହରଣ : ଏହି ଖବର ଶୁଣିକରି ତାର ଖୁସୀର ସୀମା ରହିଲାନାହିଁ

ସମକକ୍ଷ : ସୀମା

आनंद, दुःख आदि की परिसीमा।

यह खबर सुनकर उसकी खुशी का पारावार नहीं रहा।
अंत, पारावार, सीमा, हद, हद्द

ଅର୍ଥ : କୌଣସି ଜିନିଷର ଅସ୍ତିତ୍ୱର ସମାପ୍ତି

ଉଦାହରଣ : ବିନାଶ ସମୟରେ ବୁଦ୍ଧି ଭ୍ରଷ୍ଟ ହୋଇଯାଏ

ସମକକ୍ଷ : ଅବଧ୍ୱଂସ, ଧ୍ୱଂସ, ନାଶ, ବିଧ୍ୱଂସ, ବିନାଶ, ବିଲୋପ, ଲୋପ, ସଂହାର

An event (or the result of an event) that completely destroys something.

demolition, destruction, wipeout

ଅର୍ଥ : କୌଣସି ଘଟଣା ଆଦିର ନିଷ୍ପାଦନୀୟ ବା ଅନ୍ତିମ ଭାଗ

ଉଦାହରଣ : ଏହି ପୁସ୍ତକର ଶେଷଭାଗ ପଢ଼ିବାପରେ ହିଁ ଆପଣ କୌଣସି ନିଷ୍କର୍ଷରେ ପହଞ୍ଚିବେ

ସମକକ୍ଷ : ଅନ୍ତିମ ଭାଗ, ଇତି, ଉପସଂହାର, ଶେଷଭାଗ

किसी घटना आदि का निष्पादनीय या अंतिम भाग।

इस पुस्तक का अंत पढ़ने के बाद ही आप किसी निष्कर्ष पर पहुँचेंगे।
अंत, अन्त, उपसंहार

ଅନ୍ତ   ବିଶେଷଣ

ଅର୍ଥ : ଯାହା ସମସ୍ତଙ୍କ ପରେ

ଉଦାହରଣ : ଗାଁର ଶେଷସୀମାରେ ଏକ ମନ୍ଦିର ଅଛି

ସମକକ୍ଷ : ଅନ୍ତିମ, ଶେଷ

जो सबसे बाद का हो।

गाँव के अंतिम छोर पर एक मंदिर है।
अंतिम, अंत्य, अन्तिम, अन्त्य, अवम, आखरी, आख़री, आख़िर, आख़िरी, आखिर, आखिरी, चरम, फाइनल, समाप्तिक

Coming after all others in time or space or degree or being the only one remaining.

The last time I saw Paris.
The last day of the month.
Had the last word.
Waited until the last minute.
He raised his voice in a last supreme call.
The last game of the season.
Down to his last nickel.
last