ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅବରୋହଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅବରୋହଣ   ବିଶେଷ୍ୟ

ଅର୍ଥ : ଉପରୁ ତଳ ଆଡ଼କୁ ଆସିବା କ୍ରିୟା

ଉଦାହରଣ : ପାହାଡ଼ରୁ ଅବରୋହଣ କଲା ସମୟରେ ସାବଧାନ ରହିବା ଆବଶ୍ୟକ

ସମକକ୍ଷ : ଉତ୍ତରଣ, ଓହ୍ଲା, ଖସିବା

ऊपर से नीचे की ओर आने की क्रिया।

पहाड़ से अवरोहण करते समय सावधान रहना चाहिए।
अवक्रम, अवतरण, अवरोह, अवरोहण, अवसर्पण, उतरन, उतरना, उतराई, उतरान

The act of changing your location in a downward direction.

descent