ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅବଶିଷ୍ଟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅବଶିଷ୍ଟ   ବିଶେଷ୍ୟ

ଅର୍ଥ : ଯାହା ବଳକା ଅଛି (ଯେଉଁଠି ଅନ୍ୟସବୁ କୌଣସି ପ୍ରକାରେ ସମାପ୍ତ ବା ନଷ୍ଟ ହୋଇଯାଇଛି)

ଉଦାହରଣ : ଘରେ ନିଆଁ ଲାଗି ଆଉ କିଛି ବାକି ରହିଲା ନାହିଁ

ସମକକ୍ଷ : ଅବଶେଷ, ବାକି

वह जो बचा हो या बची हुई वस्तु (जबकि अन्य किसी प्रकार समाप्त सा नष्ट हो गया हो)।

घर में आग लगने से कुछ भी शेष नहीं बचा।
अवशिष्ट अंश, बाक़ी, बाकी, शेष

Something left after other parts have been taken away.

There was no remainder.
He threw away the rest.
He took what he wanted and I got the balance.
balance, remainder, residual, residue, residuum, rest

ଅବଶିଷ୍ଟ   ବିଶେଷଣ

ଅର୍ଥ : ଯାହା ବ୍ୟବହାରରେ ଆସି ନପାରି ବଳି ଯାଇଛି

ଉଦାହରଣ : ବଳକା ଖାଇବା ଘୋଡ଼େଇକି ରଖିଦିଅ

ସମକକ୍ଷ : ବଳକା, ବାକି

जो उपयोग में न आने के कारण बच गया हो।

बचे भोजन को ढक कर रख दो।
अधिक, अफजूँ, अफ़जूँ, अवशिष्ट, अवशेष, अवशेषित, अवसेख, आस्थित, बक़ाया, बकाया, बचा, बचा खुचा, बचा हुआ, बचा-खुचा, बाक़ी, बाकी, शेष

Not used up.

Leftover meatloaf.
She had a little money left over so she went to a movie.
Some odd dollars left.
Saved the remaining sandwiches for supper.
Unexpended provisions.
left, left over, leftover, odd, remaining, unexpended