ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅବଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅବଶ   ବିଶେଷଣ

ଅର୍ଥ : ଯେ ଏମିତି ଅବସ୍ଥାରେ ଅଛି କି ଇଚ୍ଛା ହେଲେବି ସେ କିଛି କରିପାରୁନାହିଁ

ଉଦାହରଣ : ମୁ ଏହି କାମକରିବାକୁ ବିବଶ ହେଉଛି

ସମକକ୍ଷ : ନାଚାର, ବାଧ୍ୟ, ବିବଶ

जो ऐसी अवस्था में हो कि इच्छा होने पर भी वह कुछ न कर सके।

विवश मनुष्य चुनौतियों के आगे झुक जाता है।
अबस, अवश, जहाजी कौवा, जिच, जिच्च, दर-माँदा, बाध्य, बेबस, मजबूर, लाचार, विवश

Lacking in or deprived of strength or power.

Lying ill and helpless.
Helpless with laughter.
helpless, incapacitated

ଅର୍ଥ : ଯେ ବଶକୁ ଆସେନାହିଁ

ଉଦାହରଣ : ମନ ବଶହୀନ ନୁହେଁ; ଧ୍ୟାନ, ଯୋଗଆଦି ଦ୍ୱାରା ଏହାକୁ ବଶକୁ ଅଣାଯାଇପାରେ

ସମକକ୍ଷ : ବଶହୀନ, ମୁକ୍ତ

जो वश में न आ सके।

मन अवश्य नहीं है,इसे ध्यान,योग आदि द्वारा वश में किया जा सकता है।
अवश्य

Impossible to repress or control.

An irrepressible chatterbox.
Uncontrollable laughter.
irrepressible, uncontrollable