ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଭଙ୍ଗା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଭଙ୍ଗା   ବିଶେଷଣ

ଅର୍ଥ : ଯାହା ଭଙ୍ଗୁର ନୁହେଁ ବା ଯାହା ଭାଙ୍ଗେ ନାହିଁ

ଉଦାହରଣ : ଏହା ଅଭଙ୍ଗା ତାର, ଏହାକୁ ଭାଙ୍ଗିହେବ ନାହିଁ

ସମକକ୍ଷ : ଅଭଞ୍ଜନଶୀଳ

जो भंजनशील न हो या टूटे नहीं।

यह अभंजनशील तार है,इसका भंजन नहीं हो सकता।
अटूट, अभंजनशील, अभंजनीय

Impossible to break especially under ordinary usage.

Unbreakable plastic dinnerwear.
unbreakable

ଅର୍ଥ : ଯାହା ଭଙ୍ଗାଯାଇନାହିଁ ବା ଯାହା ଭାଙ୍ଗି ଯାଇନାହିଁ

ଉଦାହରଣ : ସୀତାଙ୍କ ସ୍ୱୟମ୍ବରରେ ରାମ ଅଭଙ୍ଗା ଧନୁକୁ ଭାଙ୍ଗି ଦେଇଥିଲେ

ସମକକ୍ଷ : ଅକ୍ଷତ, ଅଖଣ୍ଡିତ, ଅଭଂଜିତ

जिसका भंजन न हुआ हो या जो टूटा हुआ न हो।

सीता स्वयंवर में प्रभु राम ने अभंजित धनुष को भंजित कर दिया।
अक्षत, अखंडित, अखण्डित, अच्छत, अनवच्छिन्न, अभंजित, अलून, अव्याहत, खंडहीन, खण्डहीन