ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଭିଯୋଗ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଭିଯୋଗ   ବିଶେଷ୍ୟ

ଅର୍ଥ : ଅଭିଯୋଗ କରିବା କାର୍ଯ୍ୟ

ଉଦାହରଣ : ସେ ବହୁତ ଭାବିଚିନ୍ତି ଅଭିଯୋଗର ଯୋଜନା କରିଛି

ସମକକ୍ଷ : ଅଭିଯୋଜନା

अभियोग लगाने की क्रिया।

उसने बहुत सोच समझ कर अभियोजन की योजना बनाई है।
अभियोजन

The act of making accusations.

Preferment of charges.
preferment

ଅର୍ଥ : କ୍ଷତି ନିବାରଣ ବା କ୍ଷତିପୂରଣପାଇଁ ବିଚାରାଳୟରେ କରାଯାଇଥିବା ପ୍ରାର୍ଥନା

ଉଦାହରଣ : ଯାଞ୍ଚ ପରେ ଏହି ଖବର ମିଳିଲା ଯେ ତାଙ୍କ ଉପରେ ଲଗାଯାଇଥିବା ଅଭିଯୋଗ ପୂରାପୂରି ମିଛ

अपकार के निवारण या क्षतिपूर्ति के निमित्त की गई न्यायालय में प्रार्थना।

न्यायालय ने प्रतिवादी को अभियोग के अनुरूप मुआवज़ा देने कहा।
अभियुक्ति, अभियोग, अभिहार, अभ्याहार, नालिश, फरियाद, फर्याद, फ़रियाद

The lawyers acting for the state to put the case against the defendant.

prosecution

ଅର୍ଥ : କାହାରି ବ୍ୟବହାର, କାର୍ଯ୍ୟଆଦିରେ ଦୁଃଖୀ ହୋଇ ତାକୁ ବା ତାହାର କୌଣସି ସଂପର୍କୀୟକୁ ଉତ୍ପନ୍ନ ଦୁଃଖ ସମ୍ପର୍କରେ କହିବାର କ୍ରିୟା

ଉଦାହରଣ : ମୋର ଆପଣଙ୍କ ବିଷୟରେ କିଛି ଅଭିଯୋଗ ନାହିଁ ,ଏବେ ଆପଣ ଯାଇପାରନ୍ତି ତାଙ୍କର ମିଛ ଅଭିଯୋଗରେ ମତେ ଗାଳି ଶୁଣିବାକୁ ପଡ଼ିଲା

ସମକକ୍ଷ : ଦୋଷାରୋପ, ନାଲିସ୍‌

किसी के व्यवहार,कार्य आदि से दुखी होकर उससे या उसके किसी संबंधित से उत्पन्न दुख कहने की क्रिया।

उसकी झूठी शिकायत से मुझे डाँट खानी पड़ी।
उपालंभ, उपालम्भ, उलाहना, कंप्लेंट, कंप्लैंट, कम्प्लेन्ट, कम्प्लैन्ट, गिला, शिकवा, शिकायत

An expression of grievance or resentment.

complaint

ଅର୍ଥ : କେହି ଜଣେ ଅନୁଚିତ, ଦଣ୍ଡନୀୟ ବା ନିୟମ ବିରୁଦ୍ଧ କାର୍ଯ୍ୟ କରିଛି ବୋଲି କହିବା

ଉଦାହରଣ : ଭ୍ରଷ୍ଟାଚାର ଆରୋପରେ ତାକୁ ନିଲମ୍ବିତ କରାଯାଇଛି

ସମକକ୍ଷ : ଆକ୍ଷେପ, ଆରୋପ

किसी के विषय में यह कहने की क्रिया कि अमुक ने अनुचित, दंडनीय या नियम-विरुद्ध कार्य किया है।

भ्रष्टाचार के आरोप में उसे निलंबित किया गया है।
अभियोग, आक्षेप, आरोप, आरोपण, इलज़ाम, इलजाम, इल्ज़ाम, इल्जाम

Statements affirming or denying certain matters of fact that you are prepared to prove.

allegation, allegement