ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଭ୍ୟୁଦୟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଭ୍ୟୁଦୟ   ବିଶେଷ୍ୟ

ଅର୍ଥ : ପ୍ରଥମ ଅବସ୍ଥା ଠାରୁ ଭଲ ବା ଉଚ୍ଚ ଅବସ୍ଥା ଆଡ଼କୁ ବଢ଼ିବା ବା ବଢ଼ାଇବାର କ୍ରିୟା

ଉଦାହରଣ : ଭାରତର ଉନ୍ନତି ଭାରତୀୟମାନଙ୍କୁ ନେଇ ନିର୍ଭର କରେ

ସମକକ୍ଷ : ଉତ୍‌ଥାନ, ଉନ୍ନତି, ଉନ୍ନୟନ, ପ୍ରଗତି, ବିକାଶ

किसी निम्न या हीन स्थिति से निकलकर उच्च या उन्नत अवस्था में पहुँचने की अवस्था या भाव। उन्नत या समृद्ध स्थिति।

किसी व्यक्ति का उत्थान उसके कर्मों पर निर्भर करता है।
सुरेश ने अपने जीवन में बहुत आर्थिक प्रगति की।
अभ्युदय, उत्थान, उन्नति, उन्नयन, तरक़्क़ी, तरक्की, प्रगति, विकास

Gradual improvement or growth or development.

Advancement of knowledge.
Great progress in the arts.
advancement, progress

ଅର୍ଥ : ଭଲ ଉନ୍ନତ ଅବସ୍ଥା

ଉଦାହରଣ : ଛତିଶଗଡ଼ର ଅଭ୍ୟୁନ୍ନତି ସ୍ପଷ୍ଟ ଦୃଷ୍ଟିଗୋଚର ହେଉଛି

ସମକକ୍ଷ : ଅଭ୍ୟୁନ୍ନତି

अच्छी उन्नत अवस्था।

छत्तीसगढ़ की अभ्युन्नति स्पष्ट दिखाई पड़ती है।
अच्छी उन्नति, अभ्युन्नति

ଅର୍ଥ : କୌଣସି ନୂଆ ଜିନିଷ, କଥା, ଶକ୍ତିଆଦି ଉତ୍ପନ୍ନ ହୋଇ ଆଗକୁ ଆସିବାର କ୍ରିୟା

ଉଦାହରଣ : ୧୯୭୨ରେ ଏକ ସ୍ୱତନ୍ତ୍ର ରାଷ୍ଟ୍ର ରୂପେ ବଙ୍ଗଳାଦେଶର ଉଦୟ ହୋଇଥିଲା

ସମକକ୍ଷ : ଉଦୟ

किसी नई चीज़, बात, शक्ति, आदि के उत्पन्न होकर सामने आने की क्रिया।

बांगलादेश का उदय १९७२ में एक स्वतंत्र राष्ट्र के रूप में हुआ।
अभ्युदय, उदय

An opening time period.

It was the dawn of the Roman Empire.
dawn

ଅଭ୍ୟୁଦୟ   ବିଶେଷଣ

ଅର୍ଥ : ଉନ୍ନତିର ଯୋଗ୍ୟ

ଉଦାହରଣ : ଆମକୁ ଅଭ୍ୟୁଦୟ କର୍ମ ହିଁ କରିବା ଆବଶ୍ୟକ

ସମକକ୍ଷ : ଉନ୍ନତିଯୋଗ୍ୟ, ଶ୍ରୀବୃଦ୍ଧି

उन्नति के योग्य।

हमें अभ्युत्थेय कर्म ही करना चाहिए।
अभ्युत्थेय