ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅମୀୟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅମୀୟ   ବିଶେଷ୍ୟ

ଅର୍ଥ : ଧର୍ମଗ୍ରନ୍ଥରେ ବର୍ଣ୍ଣିତ ସେହି ତରଳ ପଦାର୍ଥ ଯାହା ପିଇଲେ ଜୀବ ଅମର ହୋଇଯାଏ

ଉଦାହରଣ : ସମୁଦ୍ର ମନ୍ଥନ ସମୟରେ ବାହାରିଥିବା ଅମୃତକୁ ନେଇ ଦେବତା ଓ ଅସୁର ନିଜ ମଧ୍ୟରେ ଲଢ଼େଇ କଲେ

ସମକକ୍ଷ : ଅମୃତ, ପୀୟୂଷ, ସୁଧା

धर्मग्रंथों में वर्णित वह तरल पदार्थ जिसे पीने से जीव अमर हो जाता है।

समुद्र मंथन के समय निकले अमृत को लेकर देव और असुर आपस में लड़ने लगे।
अमिय, अमी, अमृत, अमृतक, इम्रित, कीलाल, त्रिदशाहार, पीयूष, पेयूष, भक्तजा, मधु, रेत्र, श्रीबंधु, श्रीबन्धु, समुद्र नवनीतक, सुधा, हिरण्य

(classical mythology) the food and drink of the gods. Mortals who ate it became immortal.

ambrosia, nectar