ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅସହମତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅସହମତି   ବିଶେଷ୍ୟ

ଅର୍ଥ : ସ୍ୱୀକାର ନକରିବା କ୍ରିୟା ବା ଭାବ

ଉଦାହରଣ : ପ୍ରଧାନାଚାର୍ଯ୍ୟ ମୋର ପ୍ରାର୍ଥନା ପତ୍ର ଉପରେ ନିଜର ଅସ୍ୱୀକୃତି ଜଣାଇଲେ

ସମକକ୍ଷ : ଅସମ୍ମତି, ଅସ୍ୱୀକୃତି, ନାମଞ୍ଜୁରୀ

स्वीकार न करने की क्रिया या भाव।

प्रधानाचार्य ने मेरे प्रार्थना पत्र पर अपनी अस्वीकृति जताई।
असम्मति, असहमति, अस्वीकृति, इंकारी, इनकारी, इन्कारी, नामंजूरी

The act of disapproving or condemning.

disapproval

ଅର୍ଥ : କୌଣସି କଥା ବା କାର୍ଯ୍ୟଆଦିରେ ସହମତ ନହେବା କ୍ରିୟା ବା ଭାବ

ଉଦାହରଣ : ସଦସ୍ୟମାନଙ୍କ ଅସହମତି କାରଣରୁ ଏହି ବିଷୟ ଶେଷପର୍ଯ୍ୟାୟରେ ଅଟକି ରହିଛି

ସମକକ୍ଷ : ଅରାଜି, ଅସମ୍ମତି, ନାରାଜ, ସହମତିହୀନତା

किसी बात, कार्य आदि पर सहमत न होने की क्रिया या भाव।

सदस्यों की असहमति के कारण यह प्रकरण अधर में लटका हुआ है।
असम्मति, असहमति, वैमत्य, सहमतिहीनता

The speech act of disagreeing or arguing or disputing.

disagreement