ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅସାମାନ୍ୟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅସାମାନ୍ୟ   ବିଶେଷଣ

ଅର୍ଥ : ସାଧାରଣଠାରୁ ଅତିରିକ୍ତ ତଥା ତାଠାରୁ ଟିକେ ଆଗୁଆ ଥିବା ବା ଯେତେ ହେବା ଦରକାର ବା ହୋଇଥାଏ ତାଠାରୁ କିଛି ଅଧିକ ବା ତାହା ବ୍ୟତୀତ

ଉଦାହରଣ : ମୁଁ ଏଠାକୁ ଏକ ବିଶେଷ କାମରେ ଆସିଛି ଏହି ଯଜ୍ଞପାଇଁ କେତେକ ବିଶେଷ ସାମଗ୍ରୀର ଆବଶ୍ୟକତା ରହିଛି

ସମକକ୍ଷ : ବିଶେଷ

साधारण के अतिरिक्त तथा उससे कुछ आगे बढ़ा हुआ या जितना होना चाहिए या होता हो उससे कुछ अधिक या उसके सिवा।

मैं यहाँ एक विशेष काम से आया हूँ।
इस यज्ञ के लिए कुछ विशेष सामग्री की आवश्यकता है।
ख़ास, ख़ासा, खास, खासा, विशेष, स्पेशल

Surpassing what is common or usual or expected.

He paid especial attention to her.
Exceptional kindness.
A matter of particular and unusual importance.
A special occasion.
A special reason to confide in her.
What's so special about the year 2000?.
especial, exceptional, particular, special

ଅର୍ଥ : ଯାହା ସାମାନ୍ୟ ନୁହେଁ

ଉଦାହରଣ : ମୋହନ ଅସାମାନ୍ୟ ରୋଗରେ ପୀଡ଼ିତକୌଣସି ଅସାମାନ୍ୟ କଥା ଅଛିତ ମୋତେ କୁହ

ସମକକ୍ଷ : ଅସାଧାରଣ, ଖାସ୍‌, ଗୁରୁତ୍ୱପୂର୍ଣ୍ଣ, ବିଶେଷ, ସ୍ପେସାଲ୍‌

जो सामान्य न हो।

मोहन असामान्य रोग से पीड़ित है।
कोई असामान्य बात हो तो मुझे भी बताओ।
अपसामान्य, असाधारण, असामान्य, ऐसा-वैसा, ख़ास, ख़ासा, खास, खासा, ग़ैरमामूली, गैरमामूली, विशेष, स्पेशल