ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅସୂଚି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅସୂଚି   ବିଶେଷଣ

ଅର୍ଥ : ଯିଏ ଧର୍ମ ଅନୁସାରେ ପବିତ୍ର ନୁହେଁ

ଉଦାହରଣ : ହିନ୍ଦୁଧର୍ମର ବ୍ୟବସ୍ଥା ଅନୁସାରେ କୌଣସି ବି ଅପବିତ୍ର ସ୍ଥାନରେ ଗଙ୍ଗାଜଳ ଛିଞ୍ଚିଲେ ତାହା ପବିତ୍ର ହୋଇଯାଏ

ସମକକ୍ଷ : ଅପବିତ୍ର, ଅଶୁଦ୍ଧ, ଅଶୌଚ, ଦୂଷିତ

जो धर्मानुसार पवित्र न हो।

हिंदू मान्यता के अनुसार किसी भी अपवित्र स्थान पर गंगा जल छिड़कने से वह पवित्र हो जाता है।
अपवित्र, अपावन, अपुण्य, अपुनीत, अमेध्य, अशुचि, अशुद्ध, असुचि, उच्छिष्ट, उछिष्ट, गर्हित, गलीज, ग़लीज़, दूषित, नापाक, मकरुह

Not holy because unconsecrated or impure or defiled.

profane, unconsecrated, unsanctified