ଅର୍ଥ : ଅନ୍ୟର ଗୁଣରୁ ଦୋଷ ବାଛୁଥିବା ବୃତ୍ତି ବା ମନର ଏପରି ବୃତ୍ତି ଯେଉଁଥିରେ ଅନ୍ୟର ଦୋଷ ଦେଖାଯାଏ ଓ ଗୁଣ,ସୁଖ ଆଦିକୁ ସହି ହୁଏନାହିଁ
ଉଦାହରଣ :
ଅସୂୟା ମନୁଷ୍ୟର ଅବିଗୁଣ
ଅର୍ଥ : ସାହିତ୍ୟରେ ଗୋଟିଏ ପ୍ରକାରର ସଂଚାରୀ ଭାବ ଯେଉଁଥିରେ ଅନ୍ୟର ସୁଖକୁ ସହିନପାରି ତାର କ୍ଷତି କରିବାର ବିଚାର ଆସିଥାଏ
ଉଦାହରଣ :
କବିଙ୍କ ଏହି ପଂକ୍ତିରେ ଅସୂୟାର ଝଲକ ସ୍ପଷ୍ଟଭାବେ ମିଳେ