ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅସ୍ଥିର ହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅସ୍ଥିର ହେବା   କ୍ରିୟାପଦ

ଅର୍ଥ : ବ୍ୟତିବ୍ୟସ୍ତ ହୋଇ ଏପଟସେପଟ ହେବା କ୍ରିୟା

ଉଦାହରଣ : କିଛି ସମୟ ପରେ ମାଆ କୋଳରେ ଶୋଇଥିବା ପିଲାଟି ଏପଟ ସେପଟ ହେଲା

ସମକକ୍ଷ : ଏପଟ ସେପଟ ହେବା, ବ୍ୟତିବ୍ୟସ୍ତ ହେବା, ହଲଚଲହେବା

उकताकर हिलना डोलना।

थोड़ी देर बाद ही माँ के गोद में सोया हुआ बच्चा कसमसाया।
कसमसाना, कुलबुलाना

To move in a twisting or contorted motion, (especially when struggling).

The prisoner writhed in discomfort.
The child tried to wriggle free from his aunt's embrace.
squirm, twist, worm, wrestle, wriggle, writhe

ଅର୍ଥ : ମନ ଚଞ୍ଚଳ ହେବା

ଉଦାହରଣ : ରାଧାର ସୌନ୍ଦର୍ଯ୍ୟ ଦେଖି ମୋହନର ମନ ଅଥୟ ହେଲା

ସମକକ୍ଷ : ଅଥୟ ହେବା, ଆନ୍ଦୋଳିତ ହେବା, ବିଚଳିତ ହେବା

मन का चंचल होना।

राधा की सुन्दरता देखकर मोहन का मन डोल गया।
डुलना, डोलना