ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅସ୍ପଷ୍ଟ ଭାବେ କହିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅର୍ଥ : ପାଟିରୁ ରହି ରହି ବା ଅସ୍ପଷ୍ଟ ସ୍ୱରରେ ଶବ୍ଦ ବା ବାକ୍ୟ ବାହାରିବା

ଉଦାହରଣ : ଛୋଟପିଲା ଓ ବୁଢ଼ାମାନେ ଅସ୍ପଷ୍ଟ ଭାବେ କଥା କହନ୍ତି

मुहँ से रुक-रुक कर या टूटे-फूटे शब्द या वाक्य निकलना।

बच्चे और बूढ़े अधिक अटपटाते हैं।
अटपटाना, ज़बान लड़खड़ाना

Give off unsteady sounds, alternating in amplitude or frequency.

quaver, waver