ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅସ୍ୱତଂତ୍ର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅସ୍ୱତଂତ୍ର   ବିଶେଷ୍ୟ

ଅର୍ଥ : ପରାଧୀନ ହେବାର ଅବସ୍ଥା ବା ଭାବ

ଉଦାହରଣ : ପରାଧୀନତାର ବେଡ଼ିରେ ବନ୍ଦୀ ଭାରତ ୧୯୪୭ରେ ସ୍ୱାଧୀନ ହେଲା

ସମକକ୍ଷ : ଗୋଲାମୀ, ଦାସତ୍ୱ, ପରାଧୀନତା

पराधीन होने की अवस्था या भाव।

पराधीनता की बेड़ी में जकड़ा भारत उन्नीस सौ सैंतालीस में आज़ाद हुआ।
अमुक्ति, अस्वातंत्र्य, अस्वातन्त्र्य, ग़ुलामी, गुलामी, दासता, परतंत्रता, पराधीनता

The state of being under the control of another person.

bondage, slavery, thraldom, thrall, thralldom