ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆଇନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆଇନ   ବିଶେଷ୍ୟ

ଅର୍ଥ : କୌଣସି ପ୍ରକାରରେ ଅଟକିଯାଇଥିବା ରୀତି ବା ବ୍ୟବସ୍ଥା

ଉଦାହରଣ : କୌଣସିବି ସଂସ୍ଥା,ଦେଶ ଆଦିକୁ ଚଳାଇବା ନିମନ୍ତେ କିଛି ନିଶ୍ଚିତ ନିୟମ ତିଆରି କରାଯାଏ

ସମକକ୍ଷ : କାନୁନ, ନିୟମ

किसी प्रकार की ठहराई हुई रीति या व्यवस्था।

किसी भी संस्था, देश आदि को चलाने के लिए कुछ निश्चित नियम बनाए जाते हैं।
अभ्युपगम, कवायद, क़वायद, नियम

A principle or condition that customarily governs behavior.

It was his rule to take a walk before breakfast.
Short haircuts were the regulation.
regulation, rule

ଅର୍ଥ : ସ୍ଥିର କରାଯାଇଥିବା ନିୟମ ଓ ବିଧାନ, ଯାହାର ପାଳନ ସମସ୍ତଙ୍କପାଇଁ ଆବଶ୍ୟକ ଓ ଅନିବାର୍ଯ୍ୟ ଏବଂ ଯାହାର ଉଂଲଘନ କଲେ ମନୁଷ୍ୟ ଦଣ୍ଡିତ ହୁଏ ବା ହୋଇପାରେ

ଉଦାହରଣ : ନିୟମ ବିପରୀତ କୌଣସି ବି କାର୍ଯ୍ୟ ଆପଣଙ୍କୁ ସଙ୍କଟରେ ପକାଇପାରେ

ସମକକ୍ଷ : କାନୁନ, ନିୟମ, ବିଧାନ, ବିଧି

मनुष्यों के आचार-व्यवहार के लिए राज्य द्वारा स्थिर किए हुए वे नियम या विधान, जिनका पालन सबके लिए आवश्यक और अनिवार्य होता है और जिनका उल्लंघन करने से मनुष्य दंडित होता या हो सकता है।

विधि के विपरीत कोई भी कार्य आपको संकट में डाल सकता है।
आईन, क़ानून, कानून, कायदा, विधान, विधि

Legal document setting forth rules governing a particular kind of activity.

There is a law against kidnapping.
law