ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆକୃତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆକୃତି   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁର ସେହି ବାହ୍ୟ ଏବଂ ଦୃଶ୍ୟ ବିଷୟ ଯେଉଁଥିରୁ ତାହାର ଲମ୍ବା, ଚଉଡ଼ା, ପ୍ରକାର, ସ୍ୱରୂପଆଦିର ଜ୍ଞାନ ମିଳେ

ଉଦାହରଣ : ଦ୍ରବର କୌଣସି ନିଶ୍ଚିତ ଆକୃତି ନାହିଁ

ସମକକ୍ଷ : ଆକାର, ମୂର୍ତ୍ତି, ରୂପ, ରୂପରେଖ, ସ୍ୱରୂପ

किसी वस्तु की वे बाहरी और दृश्य बातें जिनसे उसकी लम्बाई, चौड़ाई, प्रकार, स्वरूप आदि का ज्ञान होता है।

द्रव की कोई निश्चित आकृति नहीं होती।
अनुहरिया, अनुहार, आकार, आकार प्रकार, आकार-प्रकार, आकृति, ढाँचा, ढांचा, प्रतिभास, बनावट, मूर्ति, मूर्त्ति, रंग रूप, रंग-रूप, रंगरूप, रूप, रूप रंग, रूप रचना, रूप-रंग, रूप-रचना, रूपरंग, शकल, शक्ल, संरचना, साइज, साइज़, स्वरूप

The visual appearance of something or someone.

The delicate cast of his features.
cast, form, shape

ଅର୍ଥ : ଗୋଟିଏ ବର୍ଣ୍ଣବୃତ୍ତ

ଉଦାହରଣ : ଆକୃତିରେ ପାଞ୍ଚଟିରୁ ବାଇଶଟି ବର୍ଣ୍ଣ ରହିଥାଏ

एक वर्णवृत्त।

आकृति में पाँच से बाईस वर्ण होते हैं।
आकृति

(prosody) a system of versification.

poetic rhythm, prosody, rhythmic pattern

ଅର୍ଥ : କୌଣସି ସ୍ଥାନୀୟ ବିଶେଷତା (ବିଶେଷକରି ଯେପରି ରୂପରେଖାରେ ପରିଭାଷିତ କରାଯାଇଛି)

ଉଦାହରଣ : କୌଣସି ଗୀତ ଆଦିର ସଙ୍ଗୀତ ସମ୍ବନ୍ଧୀୟ ରୂପକୁ ଜଣେ ସଙ୍ଗୀତଜ୍ଞ ହିଁ ଭଲ ଭାବରେ ବୁଝାଇ ପାରିବେ

ସମକକ୍ଷ : ପ୍ରତିରୂପ, ପ୍ରାରୂପ, ରୂପ, ସଂରଚନା

* कोई स्थानिक विशेषता (विशेषकर जैसा कि रूपरेखा में परिभाषित किया गया हो)।

किसी गीत आदि के संगीत संबंधी रूप को एक संगीतज्ञ ही अच्छी तरह समझ सकता है।
आकृति, प्रतिरूप, प्रारूप, रूप, संरचना

Any spatial attributes (especially as defined by outline).

He could barely make out their shapes.
configuration, conformation, contour, form, shape