ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆଗ୍ରହ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆଗ୍ରହ   ବିଶେଷ୍ୟ

ଅର୍ଥ : ପ୍ରାକୃତିକ ରୂପରେ କୌଣସି କାମଆଦିରେ ରହୁଥିବା ରୁଚି

ଉଦାହରଣ : ପଢ଼ାରେ ତାଙ୍କର ଅଭିରୁଚି ଦେଖି ତାଙ୍କୁ ସହର ପଠାଗଲା

ସମକକ୍ଷ : ଅଭିରୁଚି, ଅଭିଳାସ, ପ୍ରବୃତ୍ତି, ସ୍ପୃହା

एकाग्र भाव से किसी काम या बात की ओर ध्यान या मन लगने की अवस्था या भाव।

पढ़ाई में उसकी लगन को देखते हुए उसे शहर भेजा गया।
लगन

A strong liking.

My own preference is for good literature.
The Irish have a penchant for blarney.
penchant, predilection, preference, taste

ଅର୍ଥ : ମନରେ ଉତ୍ପନ୍ନ ହେଉଥିବା ଏକ ମନୋବେଗ ଯାହାଦ୍ୱାରା କାମ କରିବାପାଇଁ ଶକ୍ତି ବଢ଼େ

ଉଦାହରଣ : ସଚିନ ଉତ୍ସାହ ସହିତ ବଲ୍‌ ମାରୁଛନ୍ତି

ସମକକ୍ଷ : ଉତ୍ସାହ, ଉଲ୍ଲାସ, ଯତ୍ନ

मन में उत्पन्न होनेवाला वह मनोवेग जिससे काम करने की शक्ति बढ़ती है।

सचिन उत्साह के साथ बल्लेबाजी करते हैं।
अध्यवसान, अभिप्रीति, उच्छाव, उच्छाह, उछाला, उछाव, उछाह, उत्तेजन, उत्साह, उमंग, उल्लास, गर्मजोशी, च्वेष, जोश, दाप, प्रगल्भता, प्रागल्भ्य, सरगरमी, सरगर्मी, स्पिरिट, हौसला

A feeling of excitement.

enthusiasm