ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆଚମନ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆଚମନ କରିବା   କ୍ରିୟାପଦ

ଅର୍ଥ : ଭୋଜନ ପରେ ହାତମୁହଁ ଧୋଇବା ଓ କୁଳି କରିବା

ଉଦାହରଣ : ସେ ଭୋଜନ ପରେ ଭଲଭାବେ ଆଚମନ କଲେ

ସମକକ୍ଷ : ହସ୍ତମୁଖାଦି ପ୍ରକ୍ଷାଳନ କରିବା

भोजन के बाद हाथ-मुँह धोना और कुल्ला करना।

वह भोजन के बाद अच्छी तरह से अचवती है।
अँचवना, अचवन करना, अचवना

ଅର୍ଥ : ପୂଜା ବା ଧର୍ମ ସମ୍ବନ୍ଧୀୟ କାମରେ ଡାହାଣ ହାତରେ ଅଳ୍ପ ଜଳ ନେଇ ମନ୍ତ୍ରପଢ଼ି ପିଇବା

ଉଦାହରଣ : ପଣ୍ଡିତେ ପୂଜା କରିବା ସମୟରେ ଅନେକଥର ଆଚମନ କରନ୍ତି

पूजा या धर्म-संबंधी कर्म में दाहिने हाथ में थोड़ा-सा जल लेकर मंत्र पढ़ते हुए पीना।

पंडित जी पूजा करते समय कई बार आचमन करवाते हैं।
अंचवना, अचवना, आचमन करना, आचवन करना