ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆତଙ୍କ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆତଙ୍କ   ବିଶେଷ୍ୟ

ଅର୍ଥ : ଯାହାଦ୍ୱାରା ଆତଙ୍କ ବା ଭୟ ସୃଷ୍ଟି ହୁଏ

ଉଦାହରଣ : ଆମେ ସହରରେ ବ୍ୟାପିଥିବା ଆତଙ୍କଠାରୁ ଦୂରରେ ରହିବାକୁ ହେବ

ସମକକ୍ଷ : ଭୟ

जिससे दहशत पैदा हो या जिससे डर लगे।

हमें शहर में फैले हुए दहशत-अंगेज़ों से बच कर रहना होगा।
दहशत-अंगेज, दहशत-अंगेज़, दहशतंगेज, दहशतंगेज़

ଅର୍ଥ : ବହୁତ କଠୋର ବ୍ୟବହାର, ଅତ୍ୟାଚାର, ପ୍ରକୋପଆଦି କାରଣରୁ ଲୋକଙ୍କ ମନରେ ଉତ୍ପନ୍ନ ହେଉଥିବା ଭୟ

ଉଦାହରଣ : କାଶ୍ମୀରରେ ଉଗ୍ରବାଦୀମାନଙ୍କର ଆତଙ୍କ ବ୍ୟାପ୍ତ ହୋଇଛି

ସମକକ୍ଷ : ଭୟ

बहुत ही कठोर व्यवहारों, अत्याचारों, प्रकोपों आदि के कारण लोगों के मन में उत्पन्न होने वाला भय।

कश्मीर में उग्रवादियों का आतंक व्याप्त है।
आतंक, आतङ्क, दहशत

An overwhelming feeling of fear and anxiety.

affright, panic, terror

ଅର୍ଥ : ଲୋକଙ୍କ ମଧ୍ୟରେ ହଇଚଇ ବା ଡର ସୃଷ୍ଟି କରୁଥିବା ଅବସ୍ଥା

ଉଦାହରଣ : ଗୁଳି ଚାଲିବା ମାତ୍ରେ ବଜାରରେ ଆତଙ୍କ ଖେଳିଗଲା

ସମକକ୍ଷ : ହଇଚଇ

लोगों में घबराहट फैलाने या उनकी हड्डियाँ तक कँपा देने वाली भारी हलचल।

गोली चलते ही बाजार में हड़कंप मच गई।
तहलका, हड़कंप, हड़कम्प

Sudden mass fear and anxiety over anticipated events.

Panic in the stock market.
A war scare.
A bomb scare led them to evacuate the building.
panic, scare