ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆଦର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆଦର   ବିଶେଷ୍ୟ

ଅର୍ଥ : ଏଭଳି କଥା କିମ୍ବା କାର୍ଯ୍ୟ ଯାହା ଅନ୍ୟମାନଙ୍କପାଇଁ କହିବା ଓ କରିବାଦ୍ୱାରା ତାକୁ ପ୍ରସନ୍ନତା ମିଳେ କିମ୍ବା ସମ୍ନାନିତ ହେବାର ଅବସ୍ଥା

ଉଦାହରଣ : ମା’-ବାପାଙ୍କୁ ସମ୍ମାନ କରିବା ଉଚିତ

ସମକକ୍ଷ : ଖାତିର, ମର୍ଯ୍ୟାଦା, ମାନ୍ୟ, ସମାଦାର, ସମ୍ମାନ

किसी व्यक्ति की प्रतिष्ठा या सम्मान का वह पूज्य भाव जो दूसरों के मन में रहता है।

माता-पिता का सम्मान करना चाहिए।
अभिनंदन, अभिनन्दन, अभिमति, अर्हण, आदर, इकराम, इज़्ज़त, इज्जत, कदर, कद्र, क़दर, ख़ातिर, खातिर, मान, लिहाज, लिहाज़, सत्कार, सम्मान

An attitude of admiration or esteem.

She lost all respect for him.
esteem, regard, respect

ଅର୍ଥ : ପ୍ରତିଷ୍ଠିତ ହେବାର ଅବସ୍ଥା ବା ଭାବ

ଉଦାହରଣ : ତାହାର ସମାଜରେ ବଡ଼ ପ୍ରତିଷ୍ଠା ଅଛି ଏହି ନିର୍ବାଚନ ମୋତେ ଯେ କୌଣସି ପ୍ରକାରେରେ ଜିତିବାକୁ ହେବ କାରଣ ଏହା ମୋର ମର୍ଯ୍ୟାଦାର ପ୍ରଶ୍ନ

ସମକକ୍ଷ : ପ୍ରତିପତ୍ତି, ପ୍ରତିଷ୍ଠା, ମର୍ଯ୍ୟାଦା, ସମ୍ମାନ, ସ୍ଥିତି

प्रतिष्ठित होने की अवस्था या भाव।

उसकी समाज में बड़ी प्रतिष्ठा है।
यह चुनाव मुझे हर हालत में जीतना ही है क्योंकि मेरी नाक का सवाल है।
अस्मिता, आदर, आन-बान, आनबान, आबरू, इज़्ज़त, इज्जत, इफ़्तख़ार, इफ़्तिख़ार, इफ्तखार, इफ्तिखार, धाक, नाक, नाम, पत, पतपानी, पूछ, प्रतिष्ठा, मर्यादा, मान सम्मान, मान-सम्मान, रुतबा, लाज, सम्मान, साख

A high standing achieved through success or influence or wealth etc..

He wanted to achieve power and prestige.
prestige, prestigiousness