ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆଧୁନିକ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆଧୁନିକ   ବିଶେଷ୍ୟ

ଅର୍ଥ : ଆଧୁନିକ ହେବାର ଅବସ୍ଥା ବା ଭାବ

ଉଦାହରଣ : ଆଧୁନିକତାର ଅର୍ଥ ଏହା ନୁହେଁ ଯେ ଆମେ ଆମର ପୁରୁଣା ନୀତି-ନିୟମକୁ ଭୁଲିଯିବା

ସମକକ୍ଷ : ଅର୍ବାଚୀନତା, ଆଧୁନିକ କାଳୀନତା, ଆଧୁନିକତା

आधुनिक होने की अवस्था या भाव।

आधुनिकता का अर्थ यह नहीं है कि हम अपने पुराने रीति-रिवाजों को भूल जाएँ।
अर्वाचीनता, आधुनिक कालीनता, आधुनिकता

The quality of being current or of the present.

A shopping mall would instill a spirit of modernity into this village.
contemporaneity, contemporaneousness, modernism, modernity, modernness

ଆଧୁନିକ   ବିଶେଷଣ

ଅର୍ଥ : ଯାହା ବର୍ତ୍ତମାନ କାଳ ସହିତ ସମ୍ବନ୍ଧିତ ବା ବର୍ତ୍ତମାନ କାଳର

ଉଦାହରଣ : ବିଶ୍ୱର ବର୍ତ୍ତମାନକାଳୀନ ରାଜନୈତିକ ପରିସ୍ଥିତିଗୁଡ଼ିକର ଖବର ସମସ୍ତେ ଜାଣିବା ଆବଶ୍ୟକ

ସମକକ୍ଷ : ଏବେର, ବର୍ତ୍ତମାନ କାଳୀନ, ସମ ସାମୟିକ, ସାମ୍ପ୍ରତିକ, ହାଲ

जो वर्तमान काल से संबंधित हो या वर्तमान काल का।

विश्व की वर्तमान कालीन राजनैतिक परिस्थितियों की ख़बर सबको रखनी चाहिए।
मौजूदा, वर्तमान, वर्तमान कालीन, सामयिक, हालिया

Belonging to the present time.

Contemporary leaders.
contemporary, present-day

ଅର୍ଥ : ବର୍ତ୍ତମାନ ବା ଏହି ସମୟ ସହ ସମ୍ବନ୍ଧିତ

ଉଦାହରଣ : ଆଧୁନିକ ଭାରତୀୟ ସମାଜ ଭ୍ରଷ୍ଟାଚାର ଆଡ଼କୁ ଉଗ୍ରସର ହେଉଛି

ସମକକ୍ଷ : ଅଦ୍ୟତନ, ଅଧୁନାତନ, ଅପ୍ରାଚୀନ, ଆଜିକାଲି, ଇଦାନୀଂ, ଇଦାନୀଂତନ, ଏବର, ନବୀନ, ନୂଆ, ନୂତନ, ବର୍ତ୍ତମାନ, ସାମ୍ପ୍ରତିକ

जिस पर इस समय की बातों या विशेषताओं की पूरी छाप हो।

आधुनिक पहनावा, शिष्टाचार आदि कितने बदल गए हैं।
अकालातीत, अद्यतन, अधुनातन, अपुराण, अपुरातन, अपूर्वकालीन, अप्राचीन, अर्वाचीन, आज का, आधुनिक, इदानीतन, मौजूदा, वर्तमान, सांप्रतिक, साम्प्रतिक