ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆନନ୍ଦଦାୟକତା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆନନ୍ଦଦାୟକତା   ବିଶେଷ୍ୟ

ଅର୍ଥ : ଯେ ଆନନ୍ଦ ଦିଏ ବା ଯାହାଠାରୁ ଆନନ୍ଦ ବା ପ୍ରସନ୍ନତା ମିଳେ ବା ଯେ ପ୍ରସନ୍ନତାର ସ୍ରୋତ ହୋଇଥାଏ

ଉଦାହରଣ : ଆପଣଙ୍କ ସଙ୍ଗତି ହିଁ ମୋ ପ୍ରସନ୍ନତାର କାରଣ

ସମକକ୍ଷ : ଆନନ୍ଦ, ଆହ୍ଲାଦକ, ଖୁସି, ପ୍ରସନ୍ନତା, ସୁଖପ୍ରଦତା, ହର୍ଷ

* वह जो आनन्द दे या जिससे आनन्द या प्रसन्नता मिले या जो प्रसन्नता का स्रोत हो।

आपका साथ ही मेरे लिए सुखदायक है।
आनंद, आनंद-दायक, आनंददायक, आनंदप्रदायक, आनन्द, आनन्द-दायक, आनन्ददायक, आनन्दप्रदायक, आह्लादक, ख़ुशी, खुशी, प्रसन्नता, सुखदायक, सुखप्रदायक, हर्ष