ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆୟୁଷ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆୟୁଷ   ବିଶେଷ୍ୟ

ଅର୍ଥ : ଜନ୍ମରୁ ଆରମ୍ଭ କରି ଏପର୍ଯ୍ୟନ୍ତ ଜୀବନ କାଳ ବା ବିତି ଯାଇଥିବା ଜୀବନ କାଳ

ଉଦାହରଣ : ଶ୍ୟାମ ମୋଠାରୁ ବୟସରେ ଦୁଇ ବର୍ଷ ବଡ଼ ଏହି ପ୍ରତିଯୋଗିତାରେ ଦଶ ବର୍ଷରୁ କମ ବୟସର ପିଲାଭାଗ ନେଇପାରିବେ ନାହିଁ

ସମକକ୍ଷ : ଆୟୁ, ବୟସ

जन्म से लेकर अब तक का जीवन काल या बीता हुआ जीवन काल।

श्याम मुझसे उम्र में दो साल बड़ा है।
अयुष, अवस्था, आयु, आयुर्बल, आयुष, आयुष्य, उमर, उम्र, वय, वयस

The period between birth and the present time.

I have known him all his life.
life