ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆୟୁ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆୟୁ   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁ ବା ଜୀବ କ୍ରିୟାଶୀଳ ରହିବାର ସମୟ ସୀମା

ଉଦାହରଣ : ଅଧିକାଂଶ ବିଦ୍ୟୁତ ଉପକରଣଗୁଡ଼ିକର ସମୟ ସୀମା କମ୍ ହୋଇଥାଏ

ସମକକ୍ଷ : ଅବଧି, ସମୟ ସୀମା

वह अवधि जिसमें कोई वस्तु आदि चालू हालत में या उपयोग में रहे।

अधिकांश विद्युत उपकरणों की आयु छोटी होती है।
आयु, उमर, उम्र, जिंदगी, जिन्दगी, जीवन

The period during which something is functional (as between birth and death).

The battery had a short life.
He lived a long and happy life.
life, life-time, lifespan, lifetime

ଅର୍ଥ : ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ସମୟ ଯାହାର ଗଣନା ଦିନ,ମାସ, ବର୍ଷଆଦିଦ୍ୱାରା ହୋଇଥାଏ

ଉଦାହରଣ : ମନୁଷ୍ୟର ହାରାହାରି ଆୟୁ ଷାଠିଏରୁ ସତୁରୀ ବର୍ଷ ତାଙ୍କର ଜୀବନ ଅନ୍ୟର ମଙ୍ଗଳରେ ହିଁ ବିତିଗଲା

ସମକକ୍ଷ : ଆୟୁ କାଳ, ଇହକାଳ, ଜୀବନ, ଜୀବନକାଳ, ବୟସ

जन्म से मृत्यु तक का समय जिसकी गणना दिनों, महीनों, वर्षों आदि में होती है।

मनुष्य की औसत आयु साठ से सत्तर वर्ष के बीच होती है।
उनका जीवन दूसरों की भलाई करने में ही बीता।
आइ, आई, आउ, आयु, आयु काल, इह-काल, इहकाल, उमर, उम्र, ज़िंदगानी, ज़िंदगी, ज़िन्दगानी, ज़िन्दगी, जिंदगानी, जिंदगी, जिन्दगानी, जिन्दगी, जीवन, जीवन काल, जीवनकाल

A time of life (usually defined in years) at which some particular qualification or power arises.

She was now of school age.
Tall for his eld.
age, eld

ଅର୍ଥ : ଜନ୍ମରୁ ଆରମ୍ଭ କରି ଏପର୍ଯ୍ୟନ୍ତ ଜୀବନ କାଳ ବା ବିତି ଯାଇଥିବା ଜୀବନ କାଳ

ଉଦାହରଣ : ଶ୍ୟାମ ମୋଠାରୁ ବୟସରେ ଦୁଇ ବର୍ଷ ବଡ଼ ଏହି ପ୍ରତିଯୋଗିତାରେ ଦଶ ବର୍ଷରୁ କମ ବୟସର ପିଲାଭାଗ ନେଇପାରିବେ ନାହିଁ

ସମକକ୍ଷ : ଆୟୁଷ, ବୟସ

जन्म से लेकर अब तक का जीवन काल या बीता हुआ जीवन काल।

श्याम मुझसे उम्र में दो साल बड़ा है।
अयुष, अवस्था, आयु, आयुर्बल, आयुष, आयुष्य, उमर, उम्र, वय, वयस

The period between birth and the present time.

I have known him all his life.
life