ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଇତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଇତି   ବିଶେଷ୍ୟ

ଅର୍ଥ : ସମାପ୍ତ ହେବା କ୍ରିୟା ବା ଭାବ

ଉଦାହରଣ : ମହାତ୍ମାଗାନ୍ଧୀଙ୍କ ମୃତ୍ୟୁ ସହିତ ହିଁ ଗୋଟିଏ ଯୁଗର ଅବସାନ ଘଟିଲା

ସମକକ୍ଷ : ଅନ୍ତ, ଅବସାନ, ଇତିଶ୍ରୀ, ଉପସଂହାର, ପରିଶେଷ, ସମାପ୍ତି


ଅନ୍ୟ ଭାଷାରେ ଅନୁବାଦ :

The act of ending something.

The termination of the agreement.
conclusion, ending, termination

ଅର୍ଥ : କୌଣସି ବସ୍ତୁଆଦିର ସମାପ୍ତ ହେବା ଅବସ୍ଥା ବା ଭାବ

ଉଦାହରଣ : କଳିଯୁଗର ଅନ୍ତ ନିଶ୍ଚିତ

ସମକକ୍ଷ : ଅନ୍ତ, ଅବସାନ, ଉପସଂହାର, ଶେଷ, ସମାପ୍ତି

ଅର୍ଥ : କୌଣସି ଘଟଣା ଆଦିର ନିଷ୍ପାଦନୀୟ ବା ଅନ୍ତିମ ଭାଗ

ଉଦାହରଣ : ଏହି ପୁସ୍ତକର ଶେଷଭାଗ ପଢ଼ିବାପରେ ହିଁ ଆପଣ କୌଣସି ନିଷ୍କର୍ଷରେ ପହଞ୍ଚିବେ

ସମକକ୍ଷ : ଅନ୍ତ, ଅନ୍ତିମ ଭାଗ, ଉପସଂହାର, ଶେଷଭାଗ


ଅନ୍ୟ ଭାଷାରେ ଅନୁବାଦ :

किसी घटना आदि का निष्पादनीय या अंतिम भाग।

इस पुस्तक का अंत पढ़ने के बाद ही आप किसी निष्कर्ष पर पहुँचेंगे।
अंत, अन्त, उपसंहार