ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଇସ୍ତାହାର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଇସ୍ତାହାର   ବିଶେଷ୍ୟ

ଅର୍ଥ : ବିକ୍ରିପାଇଁ ଥିବା ମାଲ ବା ଆଉ କିଛି ବିଷୟର ସୂଚନା ଯାହା ସମସ୍ତଙ୍କୁ ବିଶେଷତଃ ପତ୍ର, ରେଡିଓ, ଏବଂ ଦୂରଦର୍ଶନଆଦି ମାଧ୍ୟମରେ ସୂଚାଇ ଦିଆଯାଏ

ଉଦାହରଣ : ଆଜିର ଖବର କାଗଜ ବିଜ୍ଞାପନରେ ଭର୍ତ୍ତି

ସମକକ୍ଷ : ବିଜ୍ଞପ୍ତି, ବିଜ୍ଞାପନ

बिक्री आदि के माल या किसी बात की वह सूचना जो सब लोगों को, विशेषतः सामयिक पत्रों, रेडियो, दूरदर्शन आदि के द्वारा दी जाती है।

आज का समाचार-पत्र विज्ञापनों से भरा पड़ा है।
इश्तहार, इश्तिहार, विज्ञप्ति, विज्ञापन

A public promotion of some product or service.

ad, advert, advertisement, advertising, advertizement, advertizing

ଅର୍ଥ : କୌଣସି ରଜନୈତିକ ଦଳଦ୍ୱାରା ନିର୍ବାଚନ ସମୟରେ ନିଜ ନୀତିର ଘୋଷଣା

ଉଦାହରଣ : ନେତାଗଣ ନିଜର ନୀତିଘୋଷଣାକୁ କାର୍ଯ୍ୟକାରୀ କରନ୍ତି ନାହିଁ

ସମକକ୍ଷ : ନୀତିଘୋଷଣା, ମେନିଫେଷ୍ଟୋ

किसी राजनीतिक दल द्वारा चुनाव के समय अपनी नीतियों की घोषणा।

नेता गण अपनी नीति घोषणा को अमल में नहीं लाते हैं।
नीति घोषणा, मेनिफेस्टो

A public declaration of intentions (as issued by a political party or government).

manifesto, pronunciamento