ଅର୍ଥ : ଧର୍ମଗ୍ରନ୍ଥରେ ସ୍ୱୀକାର କରାଯାଇଥିବା ସର୍ବୋଚ୍ଚ ସତ୍ତା ଯେ ସୃଷ୍ଟିର ଅଧିକାରୀ
ଉଦାହରଣ :
ଇଶ୍ୱର ସର୍ବବ୍ୟାପୀ ଇଶ୍ୱର ଆମ ସମସ୍ତଙ୍କ ରକ୍ଷକ
ସମକକ୍ଷ : ଅନ୍ତର୍ଯ୍ୟାମୀ, ଆଦିକର୍ତ୍ତା, ଆଦିକାରଣ, ଇଶ, ବିଭୁ, ଭଗବାନ, ଭବଧାରଣ, ସମସ୍ତଙ୍କ ରକ୍ଷକ, ସର୍ବବ୍ୟାପୀ, ସର୍ବରକ୍ଷକ