ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଉପଦେଶ ଦେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଉପଦେଶ ଦେବା   କ୍ରିୟାପଦ

ଅର୍ଥ : କଣ କରିବା ଭଲ ସେ ବିଷୟରେ କାହାରିକୁ ଉପଦେଶ ଦେବା

ଉଦାହରଣ : ମା ପୁଅକୁ ତାର ଖରାପଗୁଣ ଛାଡ଼ିବାପାଇଁ ବୁଝାଇଲେ

ସମକକ୍ଷ : ବୁଝାଇବା

किसी को यह बताना कि क्या करना अच्छा है।

माँ ने उसे बहुत समझाया,पर उसने एक न सुनी।
कहना, समझाना, समझाना-बुझाना

Give advice to.

The teacher counsels troubled students.
The lawyer counselled me when I was accused of tax fraud.
advise, counsel, rede

ଅର୍ଥ : କାହାରିକୁ କେଉଁଟା ଠିକ୍‌ ବା କ’ଣ ହେବା ଉଚିତ କହିବା

ଉଦାହରଣ : ଗୁରୁ ପିଲାମାନଙ୍କୁ ଏହି କାମ ବିଷୟରେ ପରାମର୍ଶ ଦେଉଛନ୍ତି

ସମକକ୍ଷ : ପରାମର୍ଶ ଦେବା

किसी को यह बताना कि क्या ठीक है या क्या होना चाहिए।

गुरुजी बच्चों को इस काम के बारे में परामर्श दे रहे हैं।
परामर्श देना, राय देना, सलाह देना

Give advice to.

The teacher counsels troubled students.
The lawyer counselled me when I was accused of tax fraud.
advise, counsel, rede