ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଉପଦେଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଉପଦେଶ   ବିଶେଷ୍ୟ

ଅର୍ଥ : ହିତ କାମ ବତାଇବା, ଭଲ କଥା ବା ଭଲ କାମ କରିବାପାଇଁ କହିବା କାର୍ଯ୍ୟ

ଉଦାହରଣ : ଗୀତାରେ ଭଗବାନ କୃଷ୍ଣଙ୍କଦ୍ୱାରା ଦିଆଯାଇଥିବା ଉପଦେଶ ସମଗ୍ର ମାନବ ସମାଜ ନିମନ୍ତେ କଲ୍ୟାଣକାରୀ

ସମକକ୍ଷ : ଶିକ୍ଷା

हित की बात बतलाने,अच्छी बात या अच्छा काम करने के लिए कहने का कार्य।

गीता में भगवान कृष्ण द्वारा दिए गये उपदेश पूरे मानव समाज के लिए कल्याणकारी हैं।
अनुदेश, उपदेश, बात, शिक्षा

A sermon on a moral or religious topic.

homily, preachment

ଅର୍ଥ : କାହାରି କିଛି କଥା ଶୁଣି ସେହି ଅନୁସାରେ କାମ କରିବା

ଉଦାହରଣ : ଆମେ ବଡ଼ମାନଙ୍କ ଉପଦେଶ ଅନୁସାରେ ବହୁତ କାମ କରିଥାଉ

किसी की कोई बात सुनकर उसके अनुसार काम करने की क्रिया।

हम बहुत सारे कार्य बड़ों के आश्रव के द्वारा करते हैं।
आश्रव