ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଉପାନ୍ତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଉପାନ୍ତ   ବିଶେଷ୍ୟ

ଅର୍ଥ : ଲେଖିବାବେଳେ କାଗଜ ଆଦିର ଧାରରେ ଛଡ଼ା ଯାଉଥିବା ଖାଲି ଜାଗା

ଉଦାହରଣ : ସାଦା କାଗଜରେ ଲେଖିବା ସମୟରେ ମାର୍ଜିନ ନିଶ୍ଚୟ ଛାଡ଼ିବା ଉଚିତ୍‌

ସମକକ୍ଷ : ଧାର, ମାର୍ଜିନ

लिखने के समय काग़ज़ आदि के किनारे खाली छोड़ी हुई जगह।

कोरे काग़ज़ पर लिखते समय हाशिया अवश्य छोड़ना चाहिए।
उपान्त, पार्श्व, बारी, मार्जिन, हाशिया

The blank space that surrounds the text on a page.

He jotted a note in the margin.
margin

ଅର୍ଥ : କୌଣସି ବସ୍ତୁର ସେହି ଭାଗ ଯେଉଁଠାରେ ତାହାର ଲମ୍ବ ବା ଓସାର ସମାପ୍ତ ହୋଇଥାଏ

ଉଦାହରଣ : ଏ ଥାଳିର ଫନ୍ଦ ବହୁତ ପତଳା

ସମକକ୍ଷ : କଡ଼, ପାଲି, ଫନ୍ଦ

किसी वस्तु का वह भाग जहाँ उसकी लम्बाई या चौड़ाई समाप्त होती है।

इस थाली का किनारा बहुत ही पतला है।
अवारी, आर, उपांत, किनार, किनारा, कोर, छोर, झालर, पालि, सिरा

The boundary of a surface.

border, edge