ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଏବେର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଏବେର   ବିଶେଷଣ

ଅର୍ଥ : ଯାହା ବର୍ତ୍ତମାନ କାଳ ସହିତ ସମ୍ବନ୍ଧିତ ବା ବର୍ତ୍ତମାନ କାଳର

ଉଦାହରଣ : ବିଶ୍ୱର ବର୍ତ୍ତମାନକାଳୀନ ରାଜନୈତିକ ପରିସ୍ଥିତିଗୁଡ଼ିକର ଖବର ସମସ୍ତେ ଜାଣିବା ଆବଶ୍ୟକ

ସମକକ୍ଷ : ଆଧୁନିକ, ବର୍ତ୍ତମାନ କାଳୀନ, ସମ ସାମୟିକ, ସାମ୍ପ୍ରତିକ, ହାଲ

जो वर्तमान काल से संबंधित हो या वर्तमान काल का।

विश्व की वर्तमान कालीन राजनैतिक परिस्थितियों की ख़बर सबको रखनी चाहिए।
मौजूदा, वर्तमान, वर्तमान कालीन, सामयिक, हालिया

Belonging to the present time.

Contemporary leaders.
contemporary, present-day