ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କଣ୍ଟକ ଶବ୍ଦର ଅର୍ଥ ଏବଂ ଉଦାହରଣ ।

କଣ୍ଟକ   ବିଶେଷ୍ୟ

ଅର୍ଥ : ଗଛର ଡାଳ, ଗଣ୍ଡି, ପତ୍ରଆଦିରୁ ବାହାରିଥିବା ଅଂଶ ଯାହା ଛୁଞ୍ଚି ପରି ହୋଇଥାଏ

ଉଦାହରଣ : ଜଙ୍ଗଲରେ ଯାଉଥିବାବେଳେ ତା ପାଦରେ କଣ୍ଟା ପଶିଗଲା

ସମକକ୍ଷ : କଣ୍ଟା

वृक्ष की टहनियों,तनों,पत्तियों आदि से निकले नुकीले भाग जो सुई के समान होते हैं।

जंगल से गुज़रते समय उसके पैर में काँटे चुभ गए।
कंटक, काँटा, कांटा, पत्रसूची, शूल

A small sharp-pointed tip resembling a spike on a stem or leaf.

pricker, prickle, spikelet, spine, sticker, thorn