ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କନକ ଶବ୍ଦର ଅର୍ଥ ଏବଂ ଉଦାହରଣ ।

କନକ   ବିଶେଷ୍ୟ

ଅର୍ଥ : ଏକ ବହୁମୂଲ୍ୟ ହଳଦିଆ ଧାତୁ ଯେଉଁଥିରୁ ଗହଣାଆଦି ତିଆରି ହୁଏ

ଉଦାହରଣ : ଆଜିକାଲି ସୁନାର ମୂଲ୍ୟ ଆକାଶ ଛୁଇଁଲାଣି ଚୈତନ୍ୟ ମହାପୁରୁଷଙ୍କ ଶରୀରରୁ ସୁନା ଭଳି ଆଭା ବାହାରୁଥିଲା

ସମକକ୍ଷ : କାଞ୍ଚନ, ସୁନା, ସୁବର୍ଣ୍ଣ, ହାଟକ, ହେମ