ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ କମ୍‌ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

କମ୍‌ କରିବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁ, ଅଙ୍କଆଦିରୁ କୌଣସି ଅଂଶ ବାହାର କରିବା ବା କମ କରିବା

ଉଦାହରଣ : ସରକାର ଦୈନିକ ଆବଶ୍ୟକୀୟ ଜିନିଷଗୁଡ଼ିକର ମୂଲ୍ୟ କମ୍‌ କଲେ

ସମକକ୍ଷ : ନ୍ୟୂନ କରିବା

किसी वस्तु, अंक, आदि में से कोई अंश निकालना या कम करना।

सरकार ने दैनिक आवश्यकताओं की चीज़ों का मूल्य घटाया।
कम करना, कमी करना, घटाना, न्यून करना